ମାଣିତରା ହାଇସ୍କୁଲରେ ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ
ବୁଗୁଡା,(ସୋରେନ କୁମାର ପ୍ରଧାନ):- ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା ଅଧ୍ୟକ୍ଷତା!-->…