ବ୍ଲକ୍ ସ୍ତରୀୟ ନିପୂଣ ଓଡ଼ିଶା ମେଳା ଅନୁଷ୍ଠିତ
ପୁରୁଷୋତ୍ତମପୁର, (ପ୍ରସନ୍ନ କୁମାର ଦାସ):-
ପୁରୁଷୋତ୍ତମପୁର ବ୍ଲକ୍ ଅନ୍ତର୍ଗତ ଅରଖପୁର ଗ୍ରାମ ରେ ଅବସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ନିପୂଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି ।ଏହି ମେଳାରେ ମୁଖ୍ୟ ଅତିଥି ଭାବେ ଶ୍ରୀ ଅରୁଣ କୁମାର ପଣ୍ଡା ଯୋଗ ଦେଇଥିଲା ବେଳେ!-->!-->!-->…