କଣ୍ଟିଲୋରେ ଆଇନ ସଚେତନତା ଶିବିର ଅନୁଷ୍ଠିତ
ନୟାଗଡ, ( ପ୍ରଭାକର ଶିରୋମଣି ):- ଖଣ୍ଡପଡା ଥାନା ଅନ୍ତର୍ଗତ କଣ୍ଟିଲୋ ଫାଣ୍ଡି ପକ୍ଷରୁ ସ୍ଥାନୀୟ ଗ୍ରାମ ପଞ୍ଚାୟତ ସଭା ଗୃହରେ ଗୁରୁବାର ସନ୍ଧ୍ୟା ରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସରରେ କଣ୍ଟିଲୋ ଫାଣ୍ଡି ଅଧିକାରୀ ସ୍ୱାଗତ କୁମାର ଦାସ ଦେଶ ରେ ନୂତନ କରି ଚାଲିଥିବା!-->…