ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା(ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ପୋଖରୀବନ୍ଧ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି l ଜାର୍ଗୀ!-->…