ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ଆର.ଉଦୟଗିରି (ମନୋଜ କୁମାର ପାଢୀ):- ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଗରଡମା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ!-->…