ଜନସ୍ୱାସ୍ଥ୍ୟ ଯାନ୍ତ୍ରୀକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ
ବ୍ରହ୍ମପୁର,୧୬/୦୨ : ରବିବାର ଉମାଚରଣ ପଟନାୟକ ଇଂଜିନିୟରିଂ ସ୍କୁଲ ପ୍ରାଙ୍ଗଣରେ ରାଜ୍ୟ ସ୍ତରୀୟ ଜନସ୍ୱାସ୍ଥ୍ୟ ଯାନ୍ତ୍ରିକ କର୍ମଚାରୀ ସଂଘର ୧୪ଶ ତମ ରାଜ୍ୟ ସ୍ତରୀୟ ସମ୍ମିଳନୀ ତଥା ସଂଘର ସଭାପତି ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ମହାନ୍ତିଙ୍କ ସରକାରୀ ଚାକିରିରୁ ଅବସର କାଳୀନ ସମ୍ବର୍ଦ୍ଧନା!-->…