ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟରେ ଉନ୍ନତ ମାନର ଶିକ୍ଷା , ଖାଦ୍ୟ ଓ ଭିର୍ତ୍ତି ଭୂମି ସମ୍ପର୍କିତ ସମୀକ୍ଷା ବୈଠକ
ବାଲିଗୁଡା(ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ବିଦ୍ୟାଳୟ ରେ କେବଳ ଭିର୍ତ୍ତି ଭୂମି ନୁହେଁ ଛାତ୍ର ଛାତ୍ରୀ ମାନଙ୍କ ନିମନ୍ତେ ପ୍ରଦାନ କରାଯାଉଥିବା ଖାଦ୍ୟ ,ପୋଷାକ!-->…