ମାଘ ସପ୍ତମୀ
ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି I ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି I ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ I ତା’ପରେ ଏହା!-->…