ଆଇଏଏସ୍ ଅଫିସର ମନୀଷ ଅଗ୍ରୱାଲଙ୍କ ବିରୁଦ୍ଧରେ ଜାମିନ ବିହୀନ ଗିରଫ ପରୱାନା ଜାରି
ଖୋର୍ଦ୍ଧା (ସଞ୍ଜୀବ କୁମାର):-ଓଡ଼ିଶା କ୍ୟାଡ଼ରର ୨୦୧୨ ବ୍ୟାଚ୍ ଆଇଏଏସ୍ ଅଫିସର ମନୀଷ ଅଗ୍ରୱାଲଙ୍କ ବିରୁଦ୍ଧରେ ଜାମିନବିହୀନ ଗିରଫ ପରୱାନା ଜାରି କରିଛନ୍ତି କୋର୍ଟ । ମାଲକାନଗିରିର ଜିଲ୍ଲାପାଳ ଥିବାବେଳେ ୨୦୧୯ ମସିହାରେ ନିଜର ବ୍ୟକ୍ତିଗତ ସହାୟକଙ୍କ ରହସ୍ୟଜନକ ହତ୍ୟା ମାମଲାରେ ମାଲକାନଗିରିର!-->…