ଶୁଖିଲା ଗଛର ବଡ଼ ଡାଳ ପଡି ଓକିଲ ଗୁରୁତର
ବାଲିଗୁଡା(ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ସହର ମଧ୍ୟରେ ରହିଥିବା କୋର୍ଟ ମାର୍କେଟ ରେ ଶୁଖିଲା ଆମ୍ବ ଗଛ ଡାଳ ପଡି ଜଣେ ବରିଷ୍ଠ ଓକିଲ ଗୁରୁତର ହେବା ଭଳି ଏକ ଅଭାବନୀୟ ଘଟଣା ଘଟିଛି । ଘଟଣା ରୁ ପ୍ରକାଶ ଯେ, ପଣସପଡି ସାହିରୁ କୋର୍ଟ କୁ ଯିବା ପାଇଁ ନିଜ ବାଇକ ରେ!-->…