ଜଗଦଳପୁର ସରକାରୀ ଉର୍ନ୍ନତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ
କୁକୁଡାଖଣ୍ଡି(ଇ.ରଞନ):-ବ୍ଲକ ଅନ୍ତର୍ଗତ ଜଗଦଳପୁର ଗ୍ରାମରେ ଥିବା ସରକାରୀ ଉର୍ନ୍ନତ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପଣ୍ଡାଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ବହୁ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ!-->…