ପିପୁଲ୍ସ ହାଇସ୍କୁଲର ୮୧ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ବୁଗୁଡା ,୨୮/୦୧(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ ହାଇସ୍କୁଲର ୮୧ତମ ବାର୍ଷିକ କ୍ରୀଡାର ଉଦଘାଟନୀ ଉତ୍ସବ ସ୍ବପରିସରସ୍ଥ ମିନି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କାଳୀ ଚରଣ ବେହେରାଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କ୍ରୀଡା ଉତ୍ସବରେ ମୁଖ୍ୟ ଅତିଥି ଭାବେ…

ପ୍ରଥମ ପର୍ଯ୍ୟାୟରେ ୫୩୨୦୦ ଖଣ୍ଡ ମାଗଣା ପାଠ୍ୟପୁସ୍ତକ ବୁଗୁଡାରେ ପହଞ୍ଚିଲା

ବୁଗୁଡ଼ା ,୨୮/୦୧(ସୋରେନ କୁମାର ପ୍ରଧାନ): ଆସନ୍ତା ଶିକ୍ଷାବର୍ଷ ଏପ୍ରିଲ ୨ ତାରିଖରୁ ଆରମ୍ଭ ହେବ । ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷାବିଭାଗ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ସମଗ୍ର ଶିକ୍ଷା ଅଭିଯାନ ଯୋଜନା ମାଧ୍ୟମରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ମାଗଣାରେ…

ଜୟବର୍ଦ୍ଧନ ବ୍ୟାଡମିଣ୍ଟନ

ବ୍ରହ୍ମପୁର(ରାଜେନ୍ଦ୍ର.ସାହୁ)ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଜୟବର୍ଦ୍ଧନ ଦାସଙ୍କ ସ୍ମୃତି ଉଦ୍ଦେଶ୍ୟରେ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଟିତ ହୋଇଯାଇଛି l ସ୍ଥାନୀୟ ଗେଟ୍ ବଜାର ନିକଟସ୍ଥ ସ୍ପୋର୍ଟସ ଏରିନା ଠାରେ ପ୍ରେସ କ୍ଳବ୍ ବ୍ରହ୍ମପୁର ତରଫରୁ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ…

ଗୋପାଳପୁର: ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ୭୬ତମ ଗଣତନ୍ତ୍ର ଦିବସ ସୂଚାରୁ ରୂପେ ପାଳିତ

ଗୋପାଳପୁର, ବିଚିତ୍ର ସାହୁ:ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଗୋପାଳପୁରରେ ୭୬ତମ ଗଣତନ୍ତ୍ର ଦିବସ ସୂଚାରୁ ରୂପେ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ବି ଏନ ଦାସ ଓ ସମ୍ମାନିତ ଅତିଥି ରୂପେ ଶ୍ରୀମତୀ ମମତା ଦାସ ଯୋଗ ଦେଇ କାର୍ଯ୍ୟକ୍ରମକୁ…

୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, ଏସଏମପି : ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ଫରେଷ୍ଟ ଗାର୍ଡ, ଫରେଷ୍ଟର, ଉପ ବନାଞ୍ଚଳ ଅଧିକାରୀ, ବନାଞ୍ଚଳ ଅଧିକାରୀ ଙ୍କୁ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ବ୍ରହ୍ମପୁର ବନମଣ୍ଡଳ ସମର୍ଦ୍ଧିତ କରିଥିଲେ l ଏହି…

ଅଦ୍ଵିକା ଯୋଜନା ଅନ୍ତର୍ଗତ ଟେଲେଣ୍ଟ ହଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ପୁରୁଷୋତ୍ତମପୁର(ପ୍ରସନ୍ନ କୁମାର ଦାଶ):-ମିଶନ ଶକ୍ତି ହଲରେ କିଶୋରୀ ବାଳିକା ମାନଙ୍କ ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶନିମନ୍ତେପ୍ରୋତ୍ସାହନ ପ୍ରତି ଯୋଗିତା କାର୍ଯ୍ୟକ୍ରମ ସମନ୍ୱିତ ଶିଶୁ ବିଭାଗ ଅଧିକାରିଣୀ ମମତା ମଲିକଙ୍କ ସଂଯୋଜନା ରେ ଆରମ୍ଭ କରାଯାଇଥିଲା | ଏହି କାର୍ଯ୍ୟକ୍ରମ ରେ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଆର,ଉଦୟଗିରି(ମନୋଜ କୁମାର ପାଢୀ) ଢଢୀଛଛଗୃଗଜପତି ଜିଲ୍ଲା କାଶୀନଗର ବ୍ଲକ ,ଅନ୍ତର୍ଗତ ଅଲଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେଛଗ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର…

ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମ ଠାରେ ଉପଖଣ୍ଡସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳନ

ଭଞ୍ଜନଗର(ଏସ.ଏମ.ପି):- ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ଉପଖଣ୍ଡସ୍ତରୀୟ 76ତମ ସାଧାରଣ ତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଜାତୀୟ ଦିବସରେ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଅନିଲ କୁମାର ସେଠୀ ମୁଖ୍ୟ ଅତିଥିରୂପେ ଯୋଗଦାନ କରି ଶାନ୍ତି,…

ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର,(ଆଇ.ଏଣ୍ଡ.ପିଆର.ଓ):୨୭.୦୧.୨୦୨୫ ରିଖ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀଯୁକ୍ତ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାକ୍ତର ସର୍ବନା ବିବେକ ଏମ,…
error: Content is protected !!