କମିସନେରେଟ୍ ପୁଲିସ୍ ପକ୍ଷରୁ ପ୍ରସିଦ୍ଧ ଜଟଣୀ ଗଣେଶ ପୂଜା ପ୍ରସ୍ତୁତି ବୈଠକ
ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଜଟଣୀ: ଓଡ଼ିଶା ପ୍ରସିଦ୍ଧ ଜଟଣୀ ଗଣେଶ ପୂଜା ମହୋତ୍ସବ ପାଇଁ କମିସନେରେଟ୍ ପୁଲିସ୍ ପକ୍ଷରୁ ପ୍ରସ୍ତୁତି ବୈଠକ ସ୍ଥାନୀୟ ଅଗ୍ରୱାଲା ଧର୍ମଶାଳାଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜଟଣୀର ପ୍ରସିଦ୍ଧ ଗଣେଶପୂଜା ଆଧାରିତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା!-->!-->!-->…