ମହାଲକ୍ଷ୍ମୀ ପେଟ୍ରୋଲ ପମ୍ପ ନିକଟରେ ବାଇକ ଦୁର୍ଘଟଣା : ଯୁବକ ଗୁରୁତର

ବାଲିଗୁଡା (ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ପେଟ୍ରୋଲ ପମ୍ପ ନିକଟରେ ଗତକାଲି ରାତ୍ର ୯ ଟା ସମୟରେ ବାଇକ ଦୁର୍ଘଟଣା ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ଯୁବକ ଜଣକ ହେଲେ ବଡ଼ଗାଁ ଗ୍ରାମର କୁମୁଦ ମଲ୍ଲିକ। ସେ OD 12 C 2481 ନମ୍ବର ବାଇକ୍ ଯୋଗେ ବାଲିଗୁଡା…

କାଶୀ ତାମିଲ ସଙ୍ଗମମ ତୃତୀୟ ପର୍ଯ୍ୟାୟ ପାଇଁ ପଞ୍ଜୀକରଣ ପୋର୍ଟାଲର ଶୁଭାରମ୍ଭ

ଭୁବନେଶ୍ୱର,(ପି.ଆଇ.ବି):- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାଶୀ ତାମିଲ ସଙ୍ଗମମ୍ (କେଟିଏସ୍)ର ତୃତୀୟ ସଂସ୍କରଣ ପାଇଁ ପଞ୍ଜୀକରଣ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଘୋଷଣା କରିଛନ୍ତି ଯେ କାଶୀ ତାମିଲ ସଙ୍ଗମମ ୩.୦ ଆସନ୍ତା…

ସେନା ଦିବସରେ ଭାରତୀୟ ସେନାର ଅଦମ୍ୟ ସାହକୁ ସାଲ୍ୟୁଟ୍ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,(ପି.ଆଇ.ବି):- ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସେନା ଦିବସରେ ଭାରତୀୟ ସେନାର ଅଦମ୍ୟ ସାହସକୁ ସାଲ୍ୟୁଟ୍ କରିଛନ୍ତି । ଭାରତୀୟ ସେନା ଦୃଢ଼ ସଂକଳ୍ପ, କର୍ତ୍ତବ୍ୟପରାୟଣତା ଏବଂ ଉତ୍ସର୍ଗୀକୃତତାର ପ୍ରତୀକ ବୋଲି ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ମନ୍ତବ୍ୟ…

ବାଲି ବୋଝେଇ ଟ୍ରାକ୍ଟର ଜବତ

ଆର,ଉଦୟଗିରି(ମନୋଜ କୁମାର ପାଢୀ);-ପାରଳାଖେମୁଣ୍ଡି ଖଣି ଅଧିକାରୀଙ୍କ ଦ୍ବାରା ଚାରୋଟି ବାଲି ବୋଝେଇ ଟ୍ରାକ୍ଟର ଅଟକ । ପାରଳାଖେମୁଣ୍ଡି ଉପକଣ୍ଠ ରାଣୀପେଣ୍ଠ ଆଡୁ ପାରଳାଖେମୁଣ୍ଡି କୁ ଆସୁଥିବା ବେଳେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ବେଆଇନ ବାଲି ଚାଲାଣ ଅଭିଯୋଗରେ ୪ଟି ଟ୍ରାକ୍ଟର ଅଟକ ରଖିଛି…

ଜିଲ୍ଲା ସ୍ତରୀୟ ଜନସେବା ଦିବସ ପାଳିତ

ଆର,ଉଦୟଗିରି(ମନୋଜ କୁମାର ପାଢୀ ):- ଗଜପତିରେ ଆରମ୍ଭ ହେଲା ୮୦ ବର୍ଷରୁ ଉର୍ଦ୍ଧ୍ବ ଓ ୮୦ ପ୍ରତିଶତ ଭିନ୍ନକ୍ଷମ ହିତାଧିକାରୀଙ୍କ ବର୍ଦ୍ଧିତ ଭତ୍ତା ପ୍ରଦାନ। ଜନସେବା ଦିବସ ଅବସରରେ ଭର୍ଚୁଆଲ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ସ୍ଥାନୀୟ ବିଜୁ କଲ୍ୟାଣ…

ବିଳମ୍ୱରେ ହେଲେ ମଧ୍ୟ ନିର୍ମାଣ ହେଲା ମୁଖ୍ୟ ରାସ୍ତା ପାର୍ଶ୍ବ ଡ୍ରେନ ପାଇଁ ସାଧାରଣରେ ସନ୍ତୋଷ ପ୍ରକାଶ

ଆର,ଉଦୟଗିରି(ମନୋଜ କୁମାର ପାଢୀ):-ଗଜପତି ଜିଲ୍ଲା ମୋହନା ବ୍ଲକ ଏକ ଆଦିବାସୀ ଅଧୁଷିତ ଅଞ୍ଚଳ।ଏହି ବ୍ଲକରେ ୩୯ ଗୋଟି ଗ୍ରାମ ପଞ୍ଚାୟତ ରହିଛି। ତିନିଟି ଜୋନରେ ମୋହନା ବ୍ଲକ ଅବସ୍ଥିତl ଅଡବା, ମୋହନା ଓ ଚନ୍ଦ୍ରଗିରି ତିନୋଟି ଜୋନ l ତବେ ଅଡବା ସହରରେ ଦୀର୍ଘ ଦିନ ଧରି ରାସ୍ତା ସମସ୍ୟା ଲାଗି…

ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ବୁଗୁଡା ,୧୫/୦୧(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୫ତମ ବାର୍ଷିକୋତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ଯକ୍ଷ ମନୋଜ କୁମାର ସ୍ବାଇଁଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ…

ବିଦ୍ୟୁତ ଆଘାତରେ ମୃତ୍ୟୁ

ଆର,ଉଦୟଗିରି (ମନୋଜ କୁମାର ପାଢୀ):- ମଙ୍ଗଳବାର ମକର ସଂକ୍ରାନ୍ତି ପାଳନ କରିବା ନିମନ୍ତେ ରାମଗିରି ଗାଁ ର କାଳିଆ ନିଜ ଜ୍ବାଇଁ ଘରକୁ ବଡପଦା ଆସିଥିଲେ। ଆଜି ସକାଳେ ବାରିପଟ ଥିବା ପଣସ ଗଛ ରୁ ପଣସ ତୋଳିବା ପାଇଁ ଯାଇଥିଲେ। ଗଛରେ ଚଢ଼ିଥିବା ବେଳେ ଗଛ ଦେଇ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ…

ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍‌ ରୋକିବାକୁ ବଡ଼ ପଦକ୍ଷେପ, ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ…

କଟକ(ଏସ.ଏମ.ପି): ମାଟ୍ରିକ୍ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା । ଚଳିତ ବର୍ଷ ଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ । ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି ପୃଷ୍ଠାର ମୋବାଇଲ କ୍ୟାମେରା…

ଭଞ୍ଜନଗର ଉପଖଣ୍ଡ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଇ-ରିକ୍ସା ବଣ୍ଟନ

ଭଞ୍ଜନଗର(ଏସ.ଏମ.ପି):-ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ତା ୧୫.୦୧.୨୦୨୫ ରିଖରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟ।ୟାଳୟ ଠାରେ ଉପ ଖଣ୍ଡ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡର ପ୍ରତେକ ବ୍ଲକ ଓ ବିଜ୍ଞାପିତ ଅଞ୍ଚଳର ଜୀବନ ଜୀବିକା ଯୋଜନାର ଚୟନ ହୋଇଥିବା ଭିନ୍ନକ୍ଷମ ଭାଇ…
error: Content is protected !!