ଆତ୍ମ ରକ୍ଷା କୌଶଳ ତାଲିମ ଶିବିର ଉଦଘାଟିତ
ନୟାଗଡ଼ (ପ୍ରଭାକର ଶିରୋମଣି):-ଖଣ୍ଡପଡା ବ୍ଳକ ଅନ୍ତର୍ଗତ କଣ୍ଟିଲୋ ନୀଳମାଧଵ ମହାବିଦ୍ୟାଳୟ ପରିସରରେ ଛାତ୍ର ଛାତ୍ରୀ ମାନଙ୍କର ଆଠ ଦିନ ବ୍ୟାପୀ ଏକ ଆତ୍ମ ରକ୍ଷା କୌଶଳ ଶିବିର ବୁଧବାର ଅନୁଷ୍ଠିତ ହୋଇ ଯାଇଛି l ଏହି ଶିବିର କୁ କଲେଜ ଅଧ୍ୟକ୍ଷ ଡ଼. ରଣଜିତ କୁମାର ତ୍ରିପାଠୀ ଆନୁଷ୍ଠାନିକ!-->…