୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି ବୈଠକ
ଭଞ୍ଜନଗର(ଏସ.ଏମ.ପି):- ଆଜି ଅପରାହ୍ନ ରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସଂପର୍କ ରେ ଏକ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ଙ୍କ ଅଧ୍ୟକ୍ଷତାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ!-->…