ଆଇଆଇଟି ଭୁବନେଶ୍ୱରକୁ ରାଜଭାଷା ଉତ୍କର୍ଷ ପୁରସ୍କାର
ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଆର୍ଥିକ ବର୍ଷରେ ସରକାରୀ ଭାଷା କାର୍ଯ୍ୟାନ୍ୱୟନରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି ) ଭୁବନେଶ୍ୱରକୁ "ରାଜଭାଷା ଉତ୍କର୍ଷ ପୁରସ୍କାର-୨୦୨୬" ଅନ୍ତର୍ଗତ ପ୍ରଥମ ପୁରସ୍କାର ପ୍ରଦାନ କରାଯାଇଛି।୨୧ ଅଗଷ୍ଟ ୨୦୨୬ରେ ନଗର!-->!-->!-->…