ବାଲିଗୁଡ଼ାରେ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ବାଲିଗୁଡ଼ା, ୧୩/୦୮: ସୁକାନ୍ତ କୁମାର ତ୍ରିପାଠୀ ସ୍ୱାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବାଲିଗୁଡ଼ାରେ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଗତକାଲି ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଦିବାସୀ ମହାବିଦ୍ୟାଳୟର ପ୍ରାୟ ୩୦୦ ଛାତ୍ରଛାତ୍ରୀ ୩୦୦…

ସୃଷ୍ଟି ହେଲା ଲଘୁଚାପ

ଖୋର୍ଦ୍ଧା,(ସଞ୍ଜୀବ କୁମାର):- 48ଘଣ୍ଟାରେ ଆହୁରି ଘନୀଭୂତ ସମ୍ଭାବନା!! ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ 5ଟା 30 ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ #ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ…

ବ୍ରହ୍ମପୁରରେ ତ୍ରିରଙ୍ଗା ଶୋଭାଯାତ୍ରାଦେଶପ୍ରେମର ରଙ୍ଗରେ ରଙ୍ଗାୟିତ ହେଲା ରେଶମ ସହର

ବ୍ରହ୍ମପୁର,(ବିଚିତ୍ରସାହୁ):- ଘରେ ଘରେ ତ୍ରିରଙ୍ଗା’ ଅଭିଯାନ ଅଧୀନରେ ଦେଶପ୍ରେମ, ଜାତୀୟ ଏକତା ଓ ତ୍ରିରଙ୍ଗା ପ୍ରତି ସମ୍ମାନର ବାର୍ତ୍ତାକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଆଜି ସହରରେ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ…

ନିର୍ବାଚନ ସାକ୍ଷରତା କ୍ଳବ କୁଇଜ୍ ପ୍ରତିଯୋଗିତା

ବ୍ରହ୍ମପୁର,(ବିଚିତ୍ରସାହୁ):- ବ୍ରହ୍ମପୁର ଉପଖଣ୍ଡ ନିର୍ବାଚ଼ନ ସାକ୍ଷରତା କ୍ଲବ ମାନଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି l ଉପ ଜିଲ୍ଲାପାଳ ଅବିନାଶ କୁମାର ଏବଂ ଡେପୁଟି କଲେକ୍ଟର (ନିର୍ବାଚନ) ସୁବ୍ରତ ରାମ ବିରାମ ଶତପଥିଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ…

ସ୍ୱାଧୀନତା ଦିବସ ଅବସରରେ ବିଏସଏଫ୍ ପକ୍ଷରୁ ‘ବନ୍ଦେ ମାତରମ୍’ ବାଇକ୍ ରାଲି

ବାଲିଗୁଡ଼ା, ୧୨/୮: ସୁକାନ୍ତ କୁମାର ତ୍ରିପାଠୀ ସ୍ୱାଧୀନତା ଦିବସ-୨୦୨୬ ଅବସରରେ ସୀମା ସୁରକ୍ଷା ବାହିନୀ (ବିଏସଏଫ୍) ୧୩୬ ବାଟାଲିଅନ୍‌ର ‘ବି’ କମ୍ପାନୀ ପକ୍ଷରୁ ‘ବନ୍ଦେ ମାତରମ୍’ ଥିମ୍‌ରେ ଏକ ବାଇକ୍ ରାଲି ଆୟୋଜିତ ହୋଇଯାଇଛି। କମ୍ପାନୀ କମାଣ୍ଡର ଶ୍ରୀ ନିର୍ମଳଚନ୍ଦ୍ର ଦାସଙ୍କ…

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର, (ପିଆଇବି): କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ମୃତ୍ତିକା ବିଜ୍ଞାନ ଏବଂ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ, କାର୍ମିକ, ସାଧାରଣ ଅଭିଯୋଗ, ପେନସନ, ପରମାଣୁ ଶକ୍ତି ଓ ମହାକାଶ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ଦାୟିତ୍ବ) ଡ. ଜିତେନ୍ଦ୍ର ସିଂହ, ଓଡ଼ିଶା ପାଇଁ ଏକ ସମନ୍ୱିତ…

ଯୁବ ବୈଜ୍ଞାନିକଙ୍କୁ ପ୍ରେରଣା ଦେବା ଲକ୍ଷ୍ୟରେ ଭୁବନେଶ୍ୱରରେ ଆୟୋଜିତ ହେଲା ଆଇସିଏମ୍‍ଆର-ଶାଇନ୍‍ ୨୦୨୬

ଭୁବନେଶ୍ୱର, (ପିଆଇବି): ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୈଜ୍ଞାନିକ କୌତୂହଳ ସୃଷ୍ଟି କରିବା ଏବଂ ଜୈବ-ଚିକିତ୍ସା ଗବେଷଣା ପ୍ରତି ଆଗ୍ରହ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଭୁବନେଶ୍ୱରରେ ‘ଆଇସିଏମ୍‍ଆର-ଶାଇନ୍‍ ୨୦୨୬’ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଭାରତୀୟ ଭେଷଜ ବିଜ୍ଞାନ ଗବେଷଣା ପରିଷଦ…

୧୨ ଅଗଷ୍ଟରେ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ପିଆଇବି): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ଅଗଷ୍ଟ ୨୦୨୬ ପୂର୍ବାହ୍ନ ୯:୩୦ ସମୟରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଭାରତର ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ "ଟ୍ରାୟମ୍ଫ ଅଫ୍ ଦି ଇଣ୍ଡିଆନ୍ ରିପବ୍ଲିକ୍: ମାଇ ଲାଇଫ୍, ମାଇ…
error: Content is protected !!