ସାଲେପୁରଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା “ବାର୍ତ୍ତାଳାପ” ଆୟୋଜିତ
ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର : ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ଅଖିଳ କୁମାର ମିଶ୍ର
ସାଲେପୁର : ଗଣତାନ୍ତ୍ରିକ ବ୍ୟବସ୍ଥାରେ ସରକାର ଓ ଜନସାଧାରଣଙ୍କ ମଧ୍ୟରେ ସେତୁବନ୍ଧନ ଭାବେ ଗଣମାଧ୍ୟମର ଭୂମିକାକୁ ଆହୁରି ସୁଦୃଢ଼ କରିବା ଏବଂ କେନ୍ଦ୍ର ସରକାରଙ୍କ!-->!-->!-->…