ମାନ୍ୟବର ରାଷ୍ଟ୍ରପତିଙ୍କ ଗଞ୍ଜାମ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି
ବ୍ରହ୍ମପୁର,(ବିଚିତ୍ରସାହୁ):-
ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଚଳିତ ମାସ ୪ ଓ ୫ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଥିବା ପରିପ୍ରେକ୍ଷୀରେ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ଉଚ୍ଚସ୍ତରୀୟ!-->!-->!-->…