ଆଦିବାସୀ ମହାବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳନ, ୨୦୦ ଚାରା ରୋପଣ
ବାଲିଗୁଡ଼ା,୦୭/୦୭: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ଅବସରରେ ମଙ୍ଗଳବାର ବୃକ୍ଷରୋପଣ କାର୍ଯ୍ୟକ୍ରମ ଯୁବ ରେଡକ୍ରସ ଓ ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍)ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା।ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବିଭୂତି!-->…