ପୂର୍ତ୍ତ ବିଭାଗ ପକ୍ଷରୁ ASIକୁ ଚିଠି, ୧୮ରୁ ଶ୍ରୀମନ୍ଦିରରେ ହେବ ବୈଷୟିକ ଯାଞ୍ଚ
ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ବୈଷୟିକ କମିଟି ସଦସ୍ୟ ଓ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣର ସଦସ୍ୟ ମାନେ ମିଳିତ ଯାଞ୍ଚ୍ କରିବେ। ଜୁଲାଇ ୧୮ ତାରିଖ ପୂର୍ବାହ୍ନ ୧୦ ଟା ୩୦ ରୁ ଏହି ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ପୂର୍ତ୍ତ ବିଭାଗ ତରଫରୁ!-->!-->!-->…