ଜିଲ୍ଲାସ୍ତରୀୟ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ
ଛତ୍ରପୁର,(ବିଚିତ୍ର ସାହୁ):-
କୃଷି କ୍ଷେତ୍ରରେ ଜୈବିକ ପଦ୍ଧତିର ପ୍ରସାର ଏବଂ ପରିବେଶ ଅନୁକୂଳ ଚାଷ ପ୍ରଣାଳୀକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଆଜି ଛତ୍ରପୁରସ୍ଥିତ ଜିଲ୍ଲା ପରିଷଦର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ!-->!-->!-->…