ସାରା ଦେଶରେ ୨୪ ଘଣ୍ଟିଆ ଔଷଧ ଦୋକାନ ବନ୍ଦ : କନ୍ଧମାଳ ଜିଲ୍ଲା କେମିଷ୍ଟ ଓ ଡ୍ରଗିଷ୍ଟ ସଂଘର ସମର୍ଥନ
ବାଲିଗୁଡା,.୨୦/୦୫ : ସୁକାନ୍ତ କୁମାର ତ୍ରିପାଠୀ
ଅଲ୍ ଇଣ୍ଡିଆ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ପକ୍ଷରୁ ୨୦ ତାରିଖରେ ଦିଆଯାଇଥିବା ୨୪ ଘଣ୍ଟିଆ ଔଷଧ ଦୋକାନ ବନ୍ଦ ଡାକରାକୁ କନ୍ଧମାଳ ଜିଲ୍ଲା କେମିଷ୍ଟ ଓ ଡ୍ରଗିଷ୍ଟ ସଂଘ ପକ୍ଷରୁ ପୂର୍ଣ୍ଣ ସମର୍ଥନ ଜଣାଯାଇଛି।ଔଷଧର ଅନଲାଇନ ବିକ୍ରୟ!-->!-->!-->…