ଖୋର୍ଦ୍ଧା ରୋଡ଼ ମଣ୍ଡଳର ଠିକାଦାରମାନଙ୍କ ପାଇଁ ଶ୍ରମ ଆଇନ ସମ୍ପର୍କିତ ଆଲୋଚନାଚକ୍ର ଓ କର୍ମଶାଳା ଆୟୋଜିତ

ଖୋର୍ଦ୍ଧା,(ସଞ୍ଜୀବ କୁମାର):- ଖୋର୍ଦ୍ଧା ରୋଡ଼ ମଣ୍ଡଳ ଅଧୀନରେ ବିଭିନ୍ନ ରେଳ କାର୍ଯ୍ୟରେ ନିୟୋଜିତ ଥିବା ଠିକାଦାରମାନଙ୍କ ମଧ୍ୟରେ ଆଇନଗତ ବ୍ୟବସ୍ଥା, ଶ୍ରମ ନିୟମାବଳୀ ଏବଂ ଶ୍ରମିକ କଲ୍ୟାଣକାରୀ ପଦକ୍ଷେପ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଏକ ଆଲୋଚନାଚକ୍ର ତଥା କର୍ମଶାଳା ଆୟୋଜିତ…

ଆମଦାନୀ ଶୁଳ୍କ ବୃଦ୍ଧି ପରେ ଦେଶରେ ହାଇଜମ୍ପ୍‌ ମାରିଲା ସୁନା

ଖୋର୍ଦ୍ଧା,(ସଞ୍ଜୀବ କୁମାର):- ୨୪ କ୍ୟାରେଟ୍‌ ସୁନା ଦର ଏକାଥରକେ ୧୩,୯୧୦ ଟଙ୍କା ବୃଦ୍ଧି ପାଇଛି। ଗତ କାଲି ୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମକୁ ୧ ଲକ୍ଷ ୫୩ ହଜାର ୯୮୦ ଟଙ୍କା ଥିବା ବେଳେ ଆଜି ତାହା ବୃଦ୍ଧି ପାଇ ୧ଲକ୍ଷ ୬୭ ହଜାର ୮୯୦ ଟଙ୍କା ହୋଇଛି। ସେହିପରି ୨୨ କ୍ୟାରେଟ୍‌ ସୁନା ଦର…

ଗଞ୍ଜାମ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ଛତ୍ରପୁର,(ବିଚିତ୍ର ସାହୁ):- ଗଞ୍ଜାମ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଜିଲ୍ଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପରିଷଦର ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ, ଅତିରିକ୍ତ…

ବିଜେପି ଗଞ୍ଜାମ ଜିଲ୍ଲା କୃଷକ ମୋର୍ଚ୍ଚା ର କମିଟି ଗଠନ ଘୋଷଣା କଲେ : ଜିଲ୍ଲା ସଭାପତି

ବ୍ରହ୍ମପୁର,(ବିଚିତ୍ର ସାହୁ):- ସ୍ଥାନୀୟ ଷ୍ଟେସନ ରୋଡ ନେହୁରୁ ପାର୍କ ନିକଟ ବିଜେପି ଜିଲ୍ଲା କାର୍ଯ୍ୟାଳୟ ଠାରେ ବିଜେପି ଜିଲ୍ଲା ସଭାପତି ସରୋଜ ସାବତ ବ୍ରହ୍ମପୁର ବିଧାୟକ କେ ଅନିଲ କୁମାର ଙ୍କ ସମେତ ଜିଲ୍ଲା ର ସମସ୍ତ ବିଧାୟକ ଙ୍କ ଅନୁମୋଦନ କ୍ରମେ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି…

ତୁମୁଡିବନ୍ଧ ଜଙ୍ଗଲରୁ ୮ଟି ଦେଶୀ ବନ୍ଧୁକ ଜବତ

ବାଲିଗୁଡା,୧୩/୦୫ : ସୁକାନ୍ତ କୁମାର ତ୍ରିପାଠୀ କନ୍ଧମାଳ ଜିଲ୍ଲାର ତୁମୁଡିବନ୍ଧ ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ନିର୍ଭରଯୋଗ୍ୟ ସୂଚନା ଆଧାରରେ ପୋଲିସ ତୁମୁଡିବନ୍ଧ ଥାନା ଅନ୍ତର୍ଗତ ବିରିମିଲା ଜଙ୍ଗଲ ଅଞ୍ଚଳରେ ଚଢାଉ କରିଥିଲା । ଚଢାଉ ସମୟରେ ଜଙ୍ଗଲ ଭିତରେ ଲୁଚାଇ ରଖାଯାଇଥିବା…

ବାଲିଗୁଡାରେ କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବାଲିଗୁଡା : ୧୩/୦୫ : ସୁକାନ୍ତ କୁମାର ତ୍ରିପାଠୀ କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ଶୁଣାଣିରେ ମୋଟ ୭୩ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୫୫ଟି ବ୍ୟକ୍ତିଗତ ଓ ୧୮ଟି…

ବାଲିଗୁଡାରେ ଡିସିବି ବ୍ୟାଙ୍କର ନୂତନ ଶାଖା ଉଦ୍‌ଘାଟିତ

ବାଲିଗୁଡା, ତା.୧୨/୦୫ : ସୁକାନ୍ତ କୁମାର ତ୍ରିପାଠୀ କନ୍ଧମାଳ ଜିଲ୍ଲାର ବାଲିଗୁଡା ସହରରେ ଡିସିବି ବ୍ୟାଙ୍କର ଏକ ନୂତନ ଶାଖା ମଙ୍ଗଳବାର ଅପରାହ୍ନ ୪ଟା ସମୟରେ ଉଦ୍‌ଘାଟିତ ହୋଇଯାଇଛି। ସହରର ମହାଲଷ୍ମୀ ଏଚପି ପେଟ୍ରୋଲ ପମ୍ପ ନିକଟରେ ଏହି ନୂତନ ଶାଖା ଆରମ୍ଭ ହୋଇଥିବା ବେଳେ ଉଦ୍‌ଘାଟନୀ…

ବାଲିଗୁଡାରେ ୮୧ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ

ବାଲିଗୁଡା, ତା ୧୨/୦୫ : ସୁକାନ୍ତ କୁମାର ତ୍ରିପାଠୀ କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ଗଞ୍ଜେଇ ବିରୋଧୀ ଅଭିଯାନରେ ଆଉ ଏକ ସଫଳତା ମିଳିଛି। ବିଶ୍ୱସନୀୟ ସୂଚନା ଆଧାରରେ ବାଲିଗୁଡା ଥାନା ପୋଲିସ ଚଢାଉ କରି ୮୧ କେଜି ଗଞ୍ଜେଇ ଜବତ କରିଥିବାବେଳେ ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଖୋର୍ଦ୍ଧା,(ସଞ୍ଜୀବ କୁମାର):- ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଉତ୍ତର ଶ୍ରୀଲଙ୍କା ଉପକୂଳର ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ଘୂର୍ଣ୍ଣିବଳୟ ସମୁଦ୍ର ପତନଠୁ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା

ରାଜ୍ଯ ଶିଶୁ ସୁରକ୍ଷା ଅଧିକାର ଆୟୋଗ ଅଧ୍ଯକ୍ଷାଙ୍କ ଗଞ୍ଜାମ ଗସ୍ତହିଞ୍ଜିଳିକାଟୁ ଅଞ୍ଚଳର ତିନି ବର୍ଷର ମାଆକୁ ହରେଇଥିବା…

ବ୍ରହ୍ମପୁର,(ବିଚିତ୍ର ସାହୁ):- ରାଜ୍ଯ ଶିଶୁ ସୁରକ୍ଷା ଅଧିକାର ଆୟୋଗର ଅଧ୍ଯକ୍ଷା ବବିତା ପାତ୍ର, ସଦସ୍ଯା କସ୍ତୁରୀ ମିଶ୍ର ଓ ମନସ୍ମିତା ଖୁଣ୍ଟିଆ ଗଞ୍ଜାମ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି ଉତ୍କଳ ବାଳାଶ୍ରମ, ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ଭେଷଜ ମହା ବିଦ୍ଯାଳୟ ଏବଂ ହିଞ୍ଜିଳି…
error: Content is protected !!