ବାଲିଗୁଡ଼ାରୁ ସମ୍ବଲପୁରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବି ଜୋରଦାର

ବାଲିଗୁଡା, ୧୫/୦୪: ସୁକାନ୍ତ କୁମାର ତ୍ରିପାଠୀ କନ୍ଧମାଳ ଜିଲ୍ଲାର ସର୍ବବୃହତ୍ତମ ଉପଖଣ୍ଡ ଭାବେ ପରିଚିତ ବାଲିଗୁଡାରେ ବିଭିନ୍ନ ମୌଳିକ ସୁବିଧାର ଅଭାବ ଦେଖାଯାଉଥିବା ବେଳେ, ବର୍ତ୍ତମାନ ବାଲିଗୁଡାରୁ ସମ୍ବଲପୁରକୁ ସିଧାସଳଖ ସରକାରୀ ବସ ଚଳାଚଳ ନଥିବା ନେଇ ଅଞ୍ଚଳବାସୀଙ୍କ ଅସନ୍ତୋଷ…

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଆ ନବବର୍ଷ ପାଳିତ

ଛତ୍ରପୁର,(ବିଚି ତ୍ରସାହୁ):- ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ପାଳିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଜିଲ୍ଲା ସ୍ତରୀୟ ଉତ୍ସବରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ…

ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲ୍ଲାସ୍ତରୀୟ “ଆମ ରୁଚି ଆମ ଖାଦ୍ୟ” କାର୍ଯ୍ୟକ୍ରମ ଅନୁଷ୍ଠିତ

ଛତ୍ରପୁର,(ବିଚିତ୍ର ସାହୁ):- ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଚେତନାରେ ଆମର ପାରମ୍ପରିକ ଖାଦ୍ୟ ଏକ ଅବିଚ୍ଛେଦ୍ୟ ଅଙ୍ଗ। 'ଓଡ଼ିଆ ପକ୍ଷ-୨୦୨୬' ଅବସରରେ 'ଆମ ରୁଚି ଆମ ଖାଦ୍ୟ' କାର୍ଯ୍ୟକ୍ରମ ଆମର ଏହି ଗୌରବମୟ ଖାଦ୍ୟ ପରମ୍ପରାକୁ ଉଜ୍ଜୀବିତ ରଖିବା ସହ ଏହାକୁ ଏକ ନୂତନ ଦିଗ ପ୍ରଦାନ କରିବ।…

ହନୁମାନ ଜୟନ୍ତୀ ଓ ମହାବିଷୁବ ପଣା ସଂକ୍ରାନ୍ତି ଉତ୍ସବ ଧୂମଧାମରେ ପାଳିତ

ବାଲିଗୁଡା,୧୪/୦୪:ସୁକାନ୍ତ କୁମାର ତ୍ରିପାଠୀ କନ୍ଧମାଳ ଜିଲ୍ଲାର ବାଲିଗୁଡା ଓ ଏହାର ଆସପାସ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ସହିତ ମହାବିଷୁବ ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉତ୍ସବ ଧୂମଧାମରେ ପାଳିତ ହୋଇଯାଇଛି।ସହରର ମା’ ପାଟଖଣ୍ଡା ମନ୍ଦିର ପରିସର,…

ସିଏସଆଇଆର-ଆଇଏମଏମଟି ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର,(ପିଆଇବି):- କାଉନସିଲ୍ ଅଫ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ - ଇନଷ୍ଟିଚ୍ୟୁଟ୍ ଅଫ ମିନେରାଲ୍ସ ଆଣ୍ଡ ମଟେରିଆଲ୍ସ ଟେକ୍ନୋଲୋଜି (ସିଏସଆଇଆର-ଆଇଏମଏମଟି), ଭୁବନେଶ୍ୱରରେ ଏହାର ପ୍ରତିଷ୍ଠା ଦିବସ ପାଳନ କରିଛି । ୧୩ ଏପ୍ରିଲ ୧୯୬୪ରେ ଆଞ୍ଚଳିକ ଗବେଷଣାଗାର (ଆରଆରଏଲ୍)…

ସାରା ଦେଶରେ ଘରୋଇ ଏଲପିଜି ବିକ୍ରି ସ୍ୱାଭାବିକ ରହିଛି

ଭୁବନେଶ୍ୱର,(ପିଆଇବି):- ସାମ୍ପ୍ରତିକ ଭୂରାଜନୈତିକ ଘଟଣାକ୍ରମ ବିଶ୍ୱ ଇନ୍ଧନ ବଜାରକୁ ପ୍ରଭାବିତ କରିବା ସତ୍ତ୍ୱେ ଭାରତର ଏଲପିଜି ଯୋଗାଣ ସ୍ଥିର ରହିଛି ଏବଂ ଘରୋଇ ଏଲପିଜି ଉପଭୋକ୍ତାମାନଙ୍କୁ ସ୍ୱାଭାବିକ ଗ୍ୟାସ ବିତରଣ କରିବା ଲାଗି ପରିସ୍ଥିତି ଉପରେ ନିରନ୍ତର ନଜର ରଖାଯାଇଛି । ଘରୋଇ…

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର,(ପିଆଇବି);- ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଉଦବୋଧନ ଦେଇଛନ୍ତି। ବୈଶାଖୀର ପବିତ୍ର ଅବସର ଏବଂ ଦେଶର ବିଭିନ୍ନ ସ୍ଥାନରେ ନବବର୍ଷ ପାଳନର ଅବ୍ୟବହିତ ପୂର୍ବରୁ…

ଅପ୍ରେଲ ୧୪ରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,(ପିଆଇବି);- ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ସହାରନପୁରରେ ଦିଲ୍ଲୀ-ଡେରାଡୁନ୍ ଅର୍ଥନୈତିକ କରିଡର ବନ୍ୟପ୍ରାଣୀ କରିଡରର ଉଚ୍ଚ ଅଂଶ ସମୀକ୍ଷା କରିବେ। ପ୍ରାୟ ୧୧:୪୦ ସମୟରେ, ପ୍ରଧାନମନ୍ତ୍ରୀ ଡେରାଡୁନ୍ ନିକଟସ୍ଥ ଜୟ ମା' ଦାତ କାଳୀ ମନ୍ଦିର ପରିଦର୍ଶନ ଏବଂ ପୂଜା କରିବେ। ଏହା…

ପଶ୍ଚିମ ଏସିଆର ସାମ୍ପ୍ରତିକ ପରସ୍ଥିତି ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର,(ପିଆଇବି) ପଶ୍ଚିମ ଏସିଆର ସାଂପ୍ରତିକ ପରିସ୍ଥିତି ବିଷୟରେ ଗଣମାଧ୍ୟମକୁ ଅବଗତ ରଖିବା ପାଇଁ, ଭାରତ ସରକାର ଆଜି ଜାତୀୟ ଗଣମାଧ୍ୟମ କେନ୍ଦ୍ରରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରିଥିଲେ। ପେଟ୍ରୋଲିୟମ୍ ଏବଂ ପ୍ରାକୃତିକ ଗ୍ୟାସ, ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ତଥା…

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ

ଖୋର୍ଦ୍ଧା,(ସଞ୍ଜୀବ କୁମାର):- ଓଡିଆ ନବବର୍ଷ ମହାବୀର ଜୟନ୍ତୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ଘରୁ ଶ୍ରୀହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞାମାଳ ପ୍ରଦାନ…
error: Content is protected !!