ବ୍ରହ୍ମପୁରରେ ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ ଆଜିଠାରୁ ଉତ୍ତୀର୍ଣ୍ଣ ୭୦ଜଣ ଆଶାୟୀ…
ବ୍ରହ୍ମପୁର,(ବିଚିତ୍ର ସାହୁ):-
ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରଶିକ୍ଷଣ କେନ୍ଦ୍ର ବ୍ରହ୍ମପୁର ଉନ୍ନୟନ କତୃପକ୍ଷ କାର୍ଯ୍ୟାଳୟରେ ଏକ ସ୍ଵତନ୍ତ୍ର ଶ୍ରେଣୀ ଗୃହର ଉଦ୍ଘାଟନ କରାଯାଇଛି l ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ ଶ୍ରୀ କେ ଅନିଲ!-->!-->!-->…