ଖୋର୍ଦ୍ଧା ରୋଡ୍ ମଣ୍ଡଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ
ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ମହାନ ଭାରତୀୟ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମବାର୍ଷିକୀ ଅବସରରେ ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ୍ ମଣ୍ଡଳର ରେଳ କ୍ରୀଡ଼ା ସଂଘ ପକ୍ଷରୁ ଜାତୀୟ କ୍ରୀଡ଼ା ଦିବସ ଉତ୍ସାହର ସହ ପାଳନ କରାଯାଇଛି।ରେଳ କର୍ମଚାରୀ, ସେମାନଙ୍କ ପରିବାରବର୍ଗ ଏବଂ ଯୁବ!-->!-->!-->…